Masthead

କିରାଣୀଙ୍କୁ ସିଡିପିଓଙ୍କ ଦୁର୍ବ୍ୟବହାର, ଧକ୍କା ଦେଇ ଚେୟାରରୁ ଫୋପାଡି ଦେଲେ

ରାଇଘର (ବଡ଼ ଖବର ବ୍ୟୁରୋ):  କିରାଣୀଙ୍କୁ ସିଡିପିଓଙ୍କ ଦୁର୍ବ୍ୟବହାର । ଗାଳି ଗୁଲଜ କରିବା ସହ ଚେୟାରରୁ ଧକ୍କା ଦେଇ ଫୋପାଡିଦେଲେ ସିଡିପିଓ । ନବରଙ୍ଗପୁର ଜିଲ୍ଲା ଡ଼ାବୁଗାଁ ସିଡିପିଓ କାର୍ଯ୍ୟାଳୟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଆହତ କିରାଣୀ ମେଡିକାଲରେ ଭର୍ତ୍ତି । ଜଣେ ବରିଷ୍ଠ ମହିଳା କିରାଣୀଙ୍କୁ ସିଡ଼ିପିଓ ମାଡ଼ ମାରିବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି । କିରାଣୀ ଜଣକ ବସିଥିବା ଅବସ୍ଥାରେ ଚୌକି ସହ ସିଡ଼ିପିଓ ଠେଲି ଦେଇଥିଲେ । ସିଡ଼ିପିଓ ଗୀତାଂଜଳି ମହାରଣା କେଉଁ କାରଣରୁ ସେଠାକାର କିରାଣୀ ସନ୍ତୋଷିନୀ ମିଶ୍ରଙ୍କୁ ଧକ୍କା ଦେଇଥିଲେ ତାହା ସ୍ପଷ୍ଟ ହୋଇପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି