Masthead

ଦଶପଲ୍ଲାରେ ବଡ଼ ଖବର ସାମ୍ବାଦିକଙ୍କୁ ଦୁର୍ବ୍ୟବହାର

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ): ଖବର ସଂଗ୍ରହ ବେଳେ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର । ଦୁର୍ବ୍ୟବହାର କରିଛନ୍ତି କାର୍ଯ୍ୟନିର୍ବାହୀ ଯନ୍ତ୍ରୀ । ଦଶପଲ୍ଲା ନୂଆଗାଁ ଅଞ୍ଚଳର ଚାଷୀମାନେ କୁଆଁରିଆ ଜଳ ଭଣ୍ଡାରେ ଉପରେ ନିର୍ଭର କରନ୍ତି । ଏଠାରେ ଏକ ଏସଡିଓ କାର୍ଯ୍ୟାଳୟ ରହିଛି । ମାତ୍ର କେନାଲଟି ମାଟିରେ ମିଶିବା ସହିତ ଏଠାରେ ବେଆଇନ ଘର ମଧ୍ୟ ନିର୍ମାଣ କରାଯାଉଛି ।

ଏ ସମ୍ପର୍କରେ ଖବର ନେବା ପାଇଁ ଏସଡିଓ ଅଫିସ ଯାଇଥିଲେ ବଡ଼ ଖବର ସାମ୍ବାଦିକ ମାତ୍ର ଏଠାରେ ଏସଡିଓ ନଥିବାରୁ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲା । ମାତ୍ର କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାକେଶ ମିଶ୍ର ପ୍ରତିକ୍ରିୟା ଶିଳ ଦୁର୍ବ୍ୟବହାର କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା