Masthead

ମହିଳାଙ୍କୁ ଦୁର୍ବ୍ୟବହାର

କୋରେଇ (ବଡ଼ ଖବର ବ୍ୟୁରୋ): କିଆପଦା ଗାଁରେ ମହିଳାଙ୍କୁ ଫୋନ ଯୋଗେ ସେହି ଗାଁର ଜଣେ ଯୁବକ ଅଶ୍ଳୀଳ ବ୍ୟବହାର କରିବା ଘଟଣାରେ କୋରେଇ ଥାନାରେ ଏତଲା ଦାୟର କଲେ ମହିଳା। ମହିଳାଙ୍କ ଅଭିଯୋଗ କ୍ରମେ ସ୍ୱାମୀଙ୍କର ମୃତ୍ୟୁ ହେବା ପରେ ଅଙ୍ଗନୱାଡି କର୍ମୀ ଭାବେ କାର୍ଯ୍ୟ କରି ନିଜର ପରିବାର ପ୍ରତିପୋଷଣ କରନ୍ତି। ତେବେ ସେ ଅଙ୍ଗନୱାଡି କର୍ମୀ ହେଇଥିବା ଗାଁର ଅନେକ ଲୋକଙ୍କ ନିକଟରେ ତାଙ୍କର ଫୋନ ନମ୍ବର ଅଛି।

ଏହାର ସୁଯୋଗ ନେଇ ସେହି ଗାଁର ଅକ୍ଷୟ କୁମାର ଦାସ ନାମକ ଜଣେ ଯୁବକ ତାଙ୍କ ସହିତ ଫୋନ ଯୋଗେ ଅଙ୍ଗନୱାଡିର ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରନ୍ତି। ତେବେ କିଛିଦିନ କଥା ହେବା ପରେ ମହିଳାଙ୍କ ସହିତ ଶାରିରୀକ ସମ୍ପର୍କ ରଖିବାକୁ ଫୋନ ଯୋଗେ କହିଥିଲେ ।

ତେବେ ଏଥିରେ ମହିଳା ଜଣକ ରାଜି ନହେବାରୁ ବିଭିନ୍ନ ପ୍ରକାର ଧମକଚମକ ଦେବା ସହିତ ଅଙ୍ଗନୱାଡି କାର୍ଯ୍ୟରୁ ବହାର କରିଦେବେକୁ ଧମକ ଦେଉ ଥିବା ଆଜି କୋରେଇ ଥାନାରେ ଅଭିଯୋଗ କରିଛନ୍ତି । ତେବେ ତାଙ୍କ ଜୀବନ ପ୍ରତି ବିପଦ ଥିବା କହିବା ସହିତ ତୁରନ୍ତ ଅଭିଯୁକ୍ତକୁ ଗିରଫ କରି ନ୍ୟାୟ ପ୍ରଦାନ କରିବାକୁ ନିବେଦନ କରିଛନ୍ତି ମହିଳା ଜଣଙ୍କ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ