Masthead

ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ବାସଭବନ ଘେରିଲା ଏବିଭିପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲା ଏବିଭିପି । ମାଟ୍ରିକ ବିଭ୍ରାଟକୁ ନେଇ ଗଣ ଶିକ୍ଷାମନ୍ତ୍ରୀଙ୍କ ବାସ ଭବନ ଘେରାଉ । ଗଣ ଶିକ୍ଷାମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ବାସ ଭବନ ଘେରିଲା ଏବିଭିପି । ପରୀକ୍ଷା ପରିଚାଳନାରେ ସରକାର ବିଫଳ ହେଉଥିବା ଅଭିଯୋଗ । ଏହି ସମୟରେ ସେଠାରେ ଉପସ୍ଥିତ ଥିବା ପୋଲିସ ଏବିଭିପି କର୍ମୀଙ୍କୁ ଉଠାଇ ନେଇଛି । ପ୍ରଶ୍ନପତ୍ର ଲିକ୍ ଅଭିଯୋଗରେ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛି ଏବିଭିପି । ପ୍ରଶ୍ନପତ୍ର ଲିକ୍ ଘଟଣା ଓଡ଼ିଶାରେ ପରିପେ୍ରକ୍ଷୀରେ ନୂଆ ନୁହେଁ, ଓଡ଼ିଶାରେ ପରୀକ୍ଷା ହେବ ଓ ବିଭ୍ରାଟ ହେବ ନି ଏହା ଏକପ୍ରକାର ଅସମ୍ଭବ ହୋଇ ଗଲାଣି ବୋଲି ଏବିଭିପି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ