ଜିଲ୍ଲାପାଳଙ୍କ ଅଫିସ ଆଗରେ ଏବିଭିପିର ଧାରଣା

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ଜିଲ୍ଲାପାଳଙ୍କ ଅଫିସ ଆଗରେ ଧାରଣା । ବିଭିନ୍ନ ଦାବି ନେଇ ଏବିଭିପି ପକ୍ଷରୁ ଆନ୍ଦୋଳନ କରାଯାଇଛି । ଜିଲ୍ଲାର ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥା, ସ୍ୱାସ୍ଥ୍ୟ ଓ ଆଇନଶୃଙ୍ଖଳା ପରିସ୍ଥିତି ନେଇ ଆନ୍ଦୋଳନକୁ ଓହ୍ଲାଇଛି ଏବିଭିପି । ମୋଟ ୧୮ଟି ଦାବି ନେଇ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ପକ୍ଷରୁ ଧାରଣା ଦିଆଯାଇଛି ।

ଜିଲ୍ଲାରେ ଯାନ୍ତ୍ରିକ ମହାବିଦ୍ୟାଳୟ ପ୍ରତିଷ୍ଠା, ଛାତ୍ରୀ ଓ ମହିଳା ସୁରକ୍ଷା ପାଇଁ ମହିଳା ଥାନା, ରାଜେନ୍ଦ୍ର ମହାବିଦ୍ୟାଳୟରେ ଫାଣ୍ଡି ପ୍ରତିଷ୍ଠା, କଳକାରଖାନା ପ୍ରତିଷ୍ଠା ଭଳି ଅନେକ ଦାବି ରହିଛି । ଏ ସବୁ ସମସ୍ୟାର ସମାଧାନ ପାଇଁ ଅତିରିକ୍ତ ଜିଲ୍ଲାପାଳଙ୍କୁ ୧୮ ଦଫା ସମ୍ବଳିତ ଏକ ଦାବିପତ୍ର ପ୍ରଦାନ କରାଯାଇଛି । ତେବେ ଦାବି ପୂରଣ ନହେଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’