Masthead

ଆଜିଠୁ ୨୦୨୩-୨୪ ଶିକ୍ଷାବର୍ଷ ଆରମ୍ଭ

କଟକ(ବଡ଼ ଖବର ବ୍ୟୁରୋ): ଆଜିଠୁ ୨୦୨୩-୨୪ ଶିକ୍ଷାବର୍ଷ ଆରମ୍ଭ । ଆଜିଠାରୁ ୮ ତାରିଖ ଯାଏଁ ପିଲାଙ୍କ ନାମଲେଖା ହେବ । କୋଭିଡ ପୂର୍ବରୁ ଯେଉଁଭଳି ପାଠପଢ଼ା ହେଉଥିଲା ସେହି ଭଳି ଢାଞ୍ଚାରେ ପାଠପଢ଼ା ଚାଲିବ । ଏବେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସ ହେବ । ସପ୍ତାହକୁ କେତୋଟି କ୍ଲାସ ହେବ, କେଉଁ କେଉଁ ଦିନ କ୍ଲାସ ରହିବ, ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ ।

ଯଦି କୌଣସି ପିଲା ଏହି ସମୟ ମଧ୍ୟରେ ନାମଲେଖାଇ ନପାରନ୍ତି, ୮ ତାରିଖ ପରେ ମଧ୍ୟ ସେମାନଙ୍କୁ ସୁଯୋଗ ମିଳିବ । ଯଦି ୧୧ ତାରିଖ ପୂର୍ବରୁ କୌଣସି ଜିଲ୍ଲାରେ ଅଧିକ ଗ୍ରୀଷ୍ମ ପ୍ରବାହ ନଜରକୁ ଆସେ, ତେବେ ଜିଲ୍ଲାପାଳ ଏଦିଗରେ ପଦକ୍ଷେପ ନେଇ ଆଗୁଆ ସକାଳୁଆ ସ୍କୁଲ କରିପାରିବେ । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ କରିବାକୁ ପୂର୍ବରୁ ଗଣଶିକ୍ଷା ବିଭାଗ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା