Masthead

ଶୌଚ ପାଇଁ ଯିବାବେଳେ ଝାମ୍ପିନେଲା କୁମ୍ଭୀର

ବରୀ  (ବଡ଼ ଖବର ବ୍ୟୁରୋ): ନଦୀକୁ ଶୌଚ ହେବାକୁ ଯାଇଥିବା ବେଳେ ଝାମ୍ପି ନେଲା କୁମ୍ଭୀର। ଏଭଳି ଅଭାବନୀୟ ଘଟଣା ଘଟିଛି ଯାଜପୁର ଜିଲ୍ଲା ବରୀ ବ୍ଲକ ଅମଠପୁର ପଂଚାୟତ ପାଲଟପୁର ଗ୍ରାମରେ । ମୃତକ ହେଲେ ଜୋସ୍ନା ଜେନା । ଜୋତ୍ସ୍ନା ସକାଳୁ ଶୌଚ ହେବାକୁ ବିରୂପା ନଦୀକୁ ଯିବାବେଳେ କୁମ୍ଭୀର ଝାମ୍ପି ନେଇଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକେ ଭୟଭୀତ ଅଛନ୍ତି ।

ସେପଟେ ଜଙ୍ଗଲ ବିଭାଗ କୁମ୍ଭକର୍ଣ୍ଣ ନିଦ୍ରା ରେ ଶୋଇ ରହିଛି । ଯାହାକୁ ନେଇ ସ୍ଥାନୀୟ ଲୋକମାନେ ବନବିଭାଗ ଉପରେ ଖପ୍ପା ହୋଇଛନ୍ତି। ବନ ବିଭାଗର ଦାୟିତ୍ଵ ହୀନତା ଯୋଗୁ ଏଭଳି ବାରମ୍ବାର ଘଟୁଛି ବୋଲି ସ୍ଥାନୀୟ ଲୋକମାନେ ଅଭିଯୋଗ କରିଛନ୍ତି। ଘଟଣାସ୍ଥଳରେ ବରୀ ପୋଲିସ, ଏବଂ ବରୀ ଅଗ୍ନିଶମ ବାହିନୀ ପହଞ୍ଚି ଗୋଟେ ଗୋଡ଼ ନଦୀକୂଳରୁ ଉଦ୍ଧାର କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ