Masthead

ମା’-ପୁଅଙ୍କୁ ଚାପିଦେଲା ଟ୍ରକ୍

ସମ୍ବଲପୁର, (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ସଦର ଥାନା ଅନ୍ତର୍ଗତ ପଡ଼ିଆବାହାଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଜଣେ ମହିଳା ଓ ତାଙ୍କ ଦୁଇବର୍ଷର ପୁଅର ମୃତ୍ୟୁ ହୋଇଛି। ମୃତକ ଦ୍ୱୟ ନିକଟସ୍ଥ ବଡ଼ତୁରାଙ୍ଗ ଗ୍ରାମର ବୋଲି ଜଣାପଡ଼ିଛି। ସମ୍ବଲପୁରରୁ ଦେବଗଡ଼ ଯାଉଥିବା ଏକ ମାଲବାହୀ ଟ୍ରକ ଏମାନଙ୍କ ଉପରେ ଚଢ଼ିଯାଇଥିଲା ବୋଲି ପ୍ରତ୍ୟକ୍ଷଦର୍ଶୀ କହିଛନ୍ତି।

ମୃତ ମହିଳା ଜଣକ ଟେଲର ଦୋକାନକୁ ଆସି ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ଘଟଣାସ୍ଥଳରେ ସଦର ଥାନା ପୋଲିସ ପହଞ୍ଚି ଦୁର୍ଘଟଣାଗସ୍ତ ଟ୍ରକ ଜବତ କରିଛି। ଦୁର୍ଘଟଣା ଘଟାଇ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛନ୍ତି। ପୋଲିସ ଅଧିକ ତଦନ୍ତ ଚଳାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି