Masthead

ଟ୍ରେନ୍ ଆଗକୁ ପୁଅ-ଝିଅଙ୍କୁ ଠେଲି ବାପାର ଆତ୍ମହତ୍ୟା

ଲକ୍ଷ୍ମୀପୁର (ବଡ଼ ଖବର ବ୍ୟୁରୋ): ଟ୍ରେନ୍ ଆଗକୁ ପୁଅ ଓ ଝିଅଙ୍କୁ ଠେଲି ବାପା ଟ୍ରେନରେ ଆତ୍ମହତ୍ୟା କରିବା ଘଟଣା କୋଟାପୁର ଜିଲ୍ଲା ଲକ୍ଷ୍ମୀପୁର ଥାନା ସିଙ୍ଗରାମ ରେଳ ଷ୍ଟେସନ ନିକଟରେ ଘଟିଛି । ରେଳଧାରଣାରୁ ରେଳବାଇ ପୋଲିସ ୩ ମୃତଦେହ ଉଦ୍ଧାର କରି ତଦନ୍ତ ଚଳାଇଛି ।

ସକାଳ ପ୍ରାୟ ୯ଟା । ସିଙ୍ଗରାମ ରେଳ ଷ୍ଟେସନ ନିକଟରେ ପହଞ୍ଚିଥିଲେ ପୁଡାପାଡି ଗାଁ କେଶବ ସୁବୁଦ୍ଧି । ସାଙ୍ଗରେ ଥିଲେ ୧୨ ବର୍ଷର ଝିଅ ଓ ୫ ବର୍ଷର ପୁଅ । କିଛି ସମୟ ପରେ ଆସିଥିଲା ଏକ ମାଳବାହୀ ଟ୍ରେନ୍ । ହଠାତ୍ ପୁଅ ଓ ଝିଅଙ୍କୁ ଟ୍ରେନ୍ ଆଗକୁ ଠେଲି କେଶବ ହେଉଁପଡିଥିଲେ । ଟ୍ରେନ୍ ଚକତଳେ ବାପା, ପୁଅ ଓ ଝିଅ କଟିଯାଇଥିଲେ । ପାରିବାରିକ କଳହକୁ କେନ୍ଦ୍ରକରି କେଶବ ଏଭଳି ଚରମ ନିଷ୍ପତ୍ତି ନେଇଥିବା କୁହାଯାଉଛି । ଘଟଣାସ୍ଥଳରେ ଆରପିଏଫ ଓ ଲକ୍ଷ୍ମୀପୁର ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ