Masthead

ଦୁର୍ଘଟଣାରେ ଚାଲିଗଲା ଜୀବନ

ଲହୁଣୀପଡ଼ା, (ବଡ଼ ଖବର ବ୍ୟୁରୋ): ଶନିବାର ସକାଳୁ ଆସିଛି ଏକ ଦୁଃଖଦ ଖବର । ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡା ଥାନା ମିଶ୍ରପାଲି ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଅଜଣା ଗାଡି ଧକ୍କାରେ ଜଣେ ବାଇକ୍ ଚାଳକଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ବଲାଙ୍ଗ ଥାନା ଖରିଆବାହାଲ ଗାଁର କ୍ରିଷ୍ଣା ମାଝୀ । ଖରିଆବାହାଲ ବାଇକରେ ରାଉରକେଲା ଅଭିମୁଖେ ଯାଉଥିବା ବେଳେ ରାଜାମୁଣ୍ଡା ନିକଟରେ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ସ୍ଥାନୀୟଲୋକେ ଲହୁଣୀପଡା ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପହଞ୍ଚି ବାଇକ୍ ଜବତ କରିବା ସହ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଦେଇଛି ପୋଲିସ । ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ଲାଗି ଦାବି କରିଛନ୍ତି ସ୍ଥାନୀୟ ଲୋକେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ