Masthead

ଟ୍ରକ-ବୋଲେରୋ ମୁହାଁମୁହିଁ

କଣ୍ଟାମାଳ, (ବଡ଼ ଖବର ବ୍ୟୁରୋ): ରବିବାର ମଧ୍ୟାହ୍ନରେ ୫୭ ନମ୍ବର ଜାତୀୟ ରାଜପଥରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୌଦ୍ଧ ବ୍ଲକ ଗମ୍ଭାରୀପଦର ପେଟ୍ରୋଲ୍‌ ପମ୍ପ ନିକଟରେ ଗୋଟିଏ ବଲେରୋ ଓ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଉଭୟ ଗାଡି ମଧ୍ୟରେ ଧକ୍କା ହୋଇଥିଲେ ମଧ୍ୟ ବଲେରୋରେ ଥିବା ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ।

ମିଳିଥିବା ସୂଚନା ଅନୁଯାୟୀ ବୌଦ୍ଧ ବ୍ଲକ୍‌ ତେଲିବନ୍ଧ ଗ୍ରାମରୁ ଗୋଟିଏ ପରିବାରର ୫ ସଦସ୍ୟ ଏକ ବଲେରୋରେ ବୌଦ୍ଧଆଡକୁ ଯାଉଥିବାବେଳେ ସୋନପୁର ଆଡକୁ ଯାଉଥିବା ଗୋଟିଏ ଟ୍ରକ୍‌ ସହ ଗମ୍ଭାରୀ ପଦର ପେଟ୍ରୋଲ୍‌ ପମ୍ପ ନିକଟରେ ଧକ୍କା ହୋଇଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଜେଲ୍ ରୁ ମୁକୁଳି ପାରିବେନି ଦାରା ସିଂ! 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ