Masthead

ଶ୍ରମିକଙ୍କୁ ନେଇ ଯାଉଥିବା ପିକଅପ ଦୁର୍ଘଟଣା ଗ୍ରସ୍ତ

ଅତାବିରା (ବଡ଼ ଖବର ବ୍ୟୁରୋ): ଶ୍ରମିକଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ । ୫୩ ନମ୍ବର ଜାତୀୟ ରାଜପଥର ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଗୋଡ଼ଭଗାରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ଆହତ ୩ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ୧୯ଜଣ ଶ୍ରମିକ ସାମାନ୍ୟ ଆହତ ହୋଇଛନ୍ତି। ଛତିଶଗଡ଼ର ସାଇଁ ସରାଇପାଲିରୁ ଅତାବିରା ଅଞ୍ଚଳକୁ ଶ୍ରମିକମାନେ ଆସୁଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଛନ୍ତି । ଗୁରୁତର ଆହତମାନେ ହେଲେ ନିର୍ମଳ ଶିଧାର, ରାମଲାଲ ଚୌହାନ, ଓ ପଞ୍ଚୁ ନିଷାଦ । ସମସ୍ତଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ