ଶ୍ରମିକଙ୍କୁ ନେଇ ଯାଉଥିବା ପିକଅପ ଦୁର୍ଘଟଣା ଗ୍ରସ୍ତ

ଅତାବିରା (ବଡ଼ ଖବର ବ୍ୟୁରୋ): ଶ୍ରମିକଙ୍କୁ ନେଇ ଯାଉଥିବା ପିକଅପ ଭ୍ୟାନ ଦୁର୍ଘଟଣାଗ୍ରସ୍ତ । ୫୩ ନମ୍ବର ଜାତୀୟ ରାଜପଥର ବରଗଡ଼ ଜିଲ୍ଲା ଅତାବିରା ବ୍ଲକ ଗୋଡ଼ଭଗାରେ ଘଟିଛି ଏହି ଦୁର୍ଘଟଣା । ଦୁର୍ଘଟଣାରେ ଆହତ ୩ଜଣଙ୍କ ଅବସ୍ଥା ଗୁରୁତର ଥିବା ବେଳେ ୧୯ଜଣ ଶ୍ରମିକ ସାମାନ୍ୟ ଆହତ ହୋଇଛନ୍ତି। ଛତିଶଗଡ଼ର ସାଇଁ ସରାଇପାଲିରୁ ଅତାବିରା ଅଞ୍ଚଳକୁ ଶ୍ରମିକମାନେ ଆସୁଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଛନ୍ତି । ଗୁରୁତର ଆହତମାନେ ହେଲେ ନିର୍ମଳ ଶିଧାର, ରାମଲାଲ ଚୌହାନ, ଓ ପଞ୍ଚୁ ନିଷାଦ । ସମସ୍ତଙ୍କୁ ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!