Masthead

ଦୁଇ ଟ୍ରକ ମୁହାଁମୁହିଁ, ଜିଅନ୍ତା ଜଳିଗଲେ ଡ୍ରାଇଭର

ବାରିପଦା (ବଡ଼ ଖବର ବ୍ୟୁରୋ): ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଦୁଆରଶୁଣି ଘାଟିରେ ଦୁର୍ଘଟଣା । ଜଳିଗଲେ ଟ୍ରକ ଡ୍ରାଇଭର । ଅନ୍ୟ ଜଣଙ୍କୁ ଉଦ୍ଧାର ପାଇଁ ଅଗ୍ନିଶମ କର୍ମଚାରୀ ଉଦ୍ୟମ କରୁଛନ୍ତି । ତେଲ ବୋଝେଇ ଟ୍ୟାଙ୍କର ଘାଟିରୁ ତଳକୁ ଓହ୍ଳାଉଥିବା ବେଳେ ଘାଟି ଉପରକୁ ଉଠୁଥିବା ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ଘାଟି ରାସ୍ତା ଜାମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା