ଅଜଣା ଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ

ବସ୍ତା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ୬୦ ନମ୍ବର ଜାତୀୟ ରାଜପଥ ହଳଦୀପଦା ସ୍ଥିତ ରାଜଧାନୀ ଢ଼ାବା ନିକଟରେ ଅଜଣା ଗାଡି ଧକ୍କାରେ ଯୁବକ ମୃତ ହୋଇଥିବା ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ ଉକ୍ତ ଯୁବକ ରାସ୍ତା ପାରିହେବା ସମୟରେ କୌଣସି ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଯାହା ସ୍ଥାନୀୟ ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି ।

ତେବେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଂଚି ସ୍ଥାନୀୟ ଲୋକଙ୍କ ସହାୟତାରେ ମୃତ ଶରୀରକୁ ଉଦ୍ଧାର କରି ଆମ୍ବୁଲାନ୍ସ ସାହାଯ୍ୟରେ ବସ୍ତା ଡାକ୍ତରଖାନାକୁ ବ୍ୟବଛେଦ ପାଇଁ ପଠାଇଥିଲେ । ଘଟଣାସ୍ଥଳରେ ବସ୍ତା ପୋଲିସ ପହଂଚି ଅଧିକ ତଦନ୍ତ ଜାରି ରଖିଥିବା ବେଳେ ଉକ୍ତ ଯୁବକଙ୍କ ପରିଚୟ ମିଳିପାରିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’