Masthead

ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୩ ଜୀବନ

ପଟ୍ଟାଙ୍ଗୀ (ବଡ଼ ଖବର ବ୍ୟୁରୋ): କାରକୁ ଧକ୍କା ଦେଲା ଟ୍ୟାଙ୍କର । କୋରାପୁଟ ପଟାଙ୍ଗୀରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଘଟଣାସ୍ଥଳରେ ୩ ମୃତ । କେରାପୁଟ ପଟ୍ଟାଙ୍ଗୀ ପୁଙ୍ଗାର ଗାଁ ନିକଟ ୨୬ନଂ ଏନଏଚରେ ଏହି ଦୁର୍ଘଟଣା ଘଟିଛି । କାରଟି ଜୟପୁରରୁ ବିଶାଖାପାଟଣା ଯାଉଥିବା ବେଳେ ଦୁର୍ଘଟଣା ଘଟିଛି ।

ଆଜି ସକାଳେ ଜୟପୁରରୁ ଏକ କାରରେ ପରିବାରର ତିନିଜଣ ସଦସ୍ୟ ବାପା,ମା ଓ ଛୁଆ ବିଶାଖାପାଟଣା ଅଭିମୁଖେ ଯାଉଥିଲେ । ବିପରୀତ ଦିଗରୁ ଏକ ଟ୍ୟାଙ୍କର ବିଶାଖାପାଟଣାରୁ ଦାମନଯୋଡ଼ି ଅଭିମୁଖେ ଆସୁଥିଲା । ଫଳରେ ପୁଙ୍ଗାର ଗାଁ ନିକଟରେ ଦୁଇଟି ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା