Masthead

ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ୩ ଜୀବନ

ପଟ୍ଟାଙ୍ଗୀ (ବଡ଼ ଖବର ବ୍ୟୁରୋ): କାରକୁ ଧକ୍କା ଦେଲା ଟ୍ୟାଙ୍କର । କୋରାପୁଟ ପଟାଙ୍ଗୀରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଘଟଣାସ୍ଥଳରେ ୩ ମୃତ । କେରାପୁଟ ପଟ୍ଟାଙ୍ଗୀ ପୁଙ୍ଗାର ଗାଁ ନିକଟ ୨୬ନଂ ଏନଏଚରେ ଏହି ଦୁର୍ଘଟଣା ଘଟିଛି । କାରଟି ଜୟପୁରରୁ ବିଶାଖାପାଟଣା ଯାଉଥିବା ବେଳେ ଦୁର୍ଘଟଣା ଘଟିଛି ।

ଆଜି ସକାଳେ ଜୟପୁରରୁ ଏକ କାରରେ ପରିବାରର ତିନିଜଣ ସଦସ୍ୟ ବାପା,ମା ଓ ଛୁଆ ବିଶାଖାପାଟଣା ଅଭିମୁଖେ ଯାଉଥିଲେ । ବିପରୀତ ଦିଗରୁ ଏକ ଟ୍ୟାଙ୍କର ବିଶାଖାପାଟଣାରୁ ଦାମନଯୋଡ଼ି ଅଭିମୁଖେ ଆସୁଥିଲା । ଫଳରେ ପୁଙ୍ଗାର ଗାଁ ନିକଟରେ ଦୁଇଟି ଗାଡ଼ି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ