Masthead

ହାଇୱାକୁ ପିଟିଲା ବସ୍, ୨ ମୃତ

କୋଇଡ଼ା (ବଡ଼ ଖବର ବ୍ୟୁରୋ): ରାଉରକେଲା ଆସୁଥିବା ‘ପ୍ରଭା’ ବସ୍‌ ସହ ହାଇଓ୍ଵାର ଧକ୍କା । ଆଜି ଭୋର୍ ୪.୧୦ ସମୟରେ ଚାନ୍ଦିପୋଷରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ ରୁ ଅଧିକ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ଟି ଚାନ୍ଦିପୋଷ ଖୁସବୁ ଢ଼ାବା ପାଖରେ ଛିଡ଼ା ହୋଇଥିବା ହାଇୱାକୁ ଧକ୍କା ଦେବାରୁ ଏଭଳି ଅଘଟଣ ଘଟିଛି। ମୃତକଙ୍କ ମଧ୍ୟରେ ରାଉରକେଲାର ବସ୍ ମାଲିକ ସତ୍ୟ ପ୍ରକାଶ ନାୟକଙ୍କ ସହ ଜଣେ ନାବାଳିକା ଅଛନ୍ତି ବୋଲି ଜଣାପଡିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ