Masthead

ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୦ ଗୁରୁତର

ବଣାଇ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନାର ଜାତୀୟ ରାଜପଥ ୧୪୩ ର ଯାତ୍ରାଖମଣ ନିକଟରେ ଟ୍ରକ ବସ ଦୁର୍ଘଟଣା । ବସ ରେ ଥିବା ପ୍ରାୟ ୧୦ ଜଣ ଯାତ୍ରୀ ଗୁରୁତର । ବସରେ ୩୦ରୁ ଉର୍ଦ୍ଧ ଯାତ୍ରୀ ଥିଲେ । ଆହତଙ୍କୁ ବଣାଇ ଓ ରାଉରକେଲାରେ ଚିକିତ୍ସା ପାଇଁ ପଠାଯାଇ ଥିବା ଜଣାପଡିଛି ।

ଅନୁପମା ନାମକ ନାଇଟ୍ ବସ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ବେଳେ ଟ୍ରକ ଟି ଦ୍ରୁତ ଗତିରେ ଆସି ବସକୁ ପିଟି ଥିଲା । ଏହି ଘଟଣା ରାତ୍ରି ପ୍ରାୟ ତିନିଟା ବେଳକୁ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ପୋଲିସ ପହଂଚି ଆହତ ଓ ଗୁରୁତରଙ୍କୁ ରାଉରକେଲା ଏବଂ ବଣାଇକୁ ପଠାଇ ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା