ବସ୍‌କୁ ଧକ୍କା ଦେଲା ଟ୍ରକ୍‌, ୧୦ ଗୁରୁତର

ବଣାଇ (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଜିଲ୍ଲା ଟିକାୟତପାଲି ଥାନାର ଜାତୀୟ ରାଜପଥ ୧୪୩ ର ଯାତ୍ରାଖମଣ ନିକଟରେ ଟ୍ରକ ବସ ଦୁର୍ଘଟଣା । ବସ ରେ ଥିବା ପ୍ରାୟ ୧୦ ଜଣ ଯାତ୍ରୀ ଗୁରୁତର । ବସରେ ୩୦ରୁ ଉର୍ଦ୍ଧ ଯାତ୍ରୀ ଥିଲେ । ଆହତଙ୍କୁ ବଣାଇ ଓ ରାଉରକେଲାରେ ଚିକିତ୍ସା ପାଇଁ ପଠାଯାଇ ଥିବା ଜଣାପଡିଛି ।

ଅନୁପମା ନାମକ ନାଇଟ୍ ବସ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ବେଳେ ଟ୍ରକ ଟି ଦ୍ରୁତ ଗତିରେ ଆସି ବସକୁ ପିଟି ଥିଲା । ଏହି ଘଟଣା ରାତ୍ରି ପ୍ରାୟ ତିନିଟା ବେଳକୁ ହୋଇଥିବା ଜଣାପଡ଼ିଛି । ଘଟଣାସ୍ଥଳରେ ପୋଲିସ ପହଂଚି ଆହତ ଓ ଗୁରୁତରଙ୍କୁ ରାଉରକେଲା ଏବଂ ବଣାଇକୁ ପଠାଇ ଅଧିକ ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’