Masthead

ଗଞ୍ଜେଇ ବୋଝେଇ ଗାଡି ଦୁର୍ଘଟଣା

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ଗଞ୍ଜେଇ ବୋଝେଇ ଟାଟା ସୁମୋ ଗାଡି ଦୁର୍ଘଟଣା । ବଲାଙ୍ଗିର ଜିଲ୍ଲା ଲାଠୋର ଥାନା  ଚଚରାଭଟ୍ଟା ଗାଁ ନିକଟରେ ଗଞ୍ଜେଇ ଭର୍ତି  ଟାଟା ସୁମୋ ଗାଡି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ଆଜି ସକାଳ ୬ ଘଣ୍ଟା ସମୟରେ ଏକ ଗଞ୍ଜେଇ ଭର୍ତି ଗାଡି ଦ୍ରୁତଗତିରେ ଆସି ଏକ ଘର ଉପରେ ମାଡି ଯାଇଥିଲା । ଫଳରେ ଘର ଭାଙ୍ଗି ଯାଇଥିବା ବେଳେ ଘରେ ଶୋଇଥିବା ଲୋକେ ଅଳ୍ପକେ ବର୍ତ୍ତୀ ଯାଇଥିବା ଜଣାପଡ଼ିଛି । ଗାଡି ଚାଳକକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । ଗାଡିରେ ପ୍ରାୟ ଅଢେଇ କ୍ୱିଣ୍ଟାଲ ଗଞ୍ଜେଇ ଥିବା ଜଣାପଡ଼ିଛି । ଲାଠୋର ଥାନା ପୋଲିସ ଘଟଣାସ୍ଥଳରେ ପହଁଛି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର