Masthead

କେଦାରନାଥରେ ଅଘଟଣ, ସେଲ୍ଫି ନେବାବେଳେ ଚାଲିଗଲା ପ୍ରାଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେଦାରନାଥରେ ରବିବାର ଏକ ହେଲିକପ୍ଟର ଦୁର୍ଘଟଣା ହୋଇଛି। ଏଥିରେ ଜଣେ ସରକାରୀ ଅଧିକାରୀଙ୍କ ମୃତ୍ୟୁ ହୋଇଛି । ହେଲିକପ୍ଟର ପଙ୍ଖା ସଂସ୍ପର୍ଷରେ ଆସି ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ମୃତକ ହେଲେ ଜିତେନ୍ଦ୍ର କୁମାର ସାଇନି । ହେଲିକପ୍ଟରର ବ୍ଲେଡ୍ରେ ମାଡ଼ ହେବା ପରେ ତଳେ ପଡ଼ି ପ୍ରାଣ ହରାଇଛନ୍ତି।

ଜିତେନ୍ଦ୍ର ଉତ୍ତରାଖଣ୍ଡ ବେସାମରିକ ବିମାନ ଚଳାଚଳ ବିକାଶ ପ୍ରାଧିକରଣର ଅର୍ଥିକ ନିୟନ୍ତ୍ରକ ବୋଲି ଜଣାପଡ଼ିଛି। ସେ ସେଲ୍ଫି ନେଉଥିବା ବେଳେ ଚଳନ୍ତା ହେଲିକପ୍ଟର ଟେଲ ରୋଟର୍ ବ୍ଲେଡ୍ ସଂସ୍ପର୍ଶରେ ଆସି ଯାଇଥିଲେ। ବ୍ଲେଡ ମାଡ଼ ହେବାରୁ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର