Masthead

ନଦୀକୁ ଖସିଲା ଟ୍ରକ, ୧୦ ଜଣଙ୍କ ମୃତ୍ୟୁ

ମଧ୍ୟପ୍ରଦେଶ(ବଡ଼ ଖବର ବ୍ୟୁରୋ): ମଧ୍ୟପ୍ରଦେଶ ଦାତିଆରେ ମର୍ମନ୍ତୁଦ ଦୁର୍ଘଟଣା । ଭାରସାମ୍ୟ ହରାଇ ନଦୀକୁ ଖସିଲା ଟ୍ରକ । ୧୦ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୩୦ ରୁ ଅଧିକ ଆହତ ହୋଇଛନ୍ତି । ମିଳିଥିବା ସୂଚନା ଅନୁସାରେ ସମସ୍ତ ଲୋକ ବିବାହ ସମାରୋହରୁ ଟ୍ରକରେ ଯୋଗେ ଫେରୁଥିଲେ। ଏହି ସମୟରେ ଏହି ଦୁର୍ଘଟଣାଟି ଘଟିଛି । ଦାତିଆର ଦୁରସଡା ପୋଲିସ ଷ୍ଟେସନ ପାଖରେ ବୁହାରା ଗାଁରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଖବର ପାଇଁ ଜିଲା ପ୍ରଶାସନ, ପୋଲିସ ଏବଂ ସ୍ଥାନୀୟ ଲୋକ ପ୍ରତିନିଧି ଘଟଣାସ୍ଥଳରେ ପହଞ୍ଚିଥିଲେ। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର