Masthead

ଗାଧୋଇବା ବେଳେ ବୁଡିଗଲେ ନାବାଳିକା

ପାରାଦୀପ (ବଡ଼ ଖବର ବ୍ୟୁରୋ): ଅଠରବାଙ୍କୀ ନିକଟସ୍ଥ ମତ୍ସ୍ୟଡିଆ ନଦୀରେ ଅଘଟଣ। ଗାଧୋଇବା ବେଳେ ବୁଡିଗଲେ ନାବାଳିକା। ଖୁଦୁରକୁଣୀ ଓଷା ପାଇଁ ବାଲୁକା ପୂଜା କରୁଥିବା ବେଳେ ଘଟିଛି ଅଘଟଣ । ନିଖୋଜ ନାବାଳିକା ମୁଣ୍ଡାପଡାର ଆରତୀ ମଲ୍ଲିକ ବୋଲି ଜଣାପଡିଛି । ପାରାଦୀପ ବନ୍ଦର ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ