Masthead

ଗାଧୋଇବା ବେଳେ ବୁଡିଗଲେ ନାବାଳିକା

ପାରାଦୀପ (ବଡ଼ ଖବର ବ୍ୟୁରୋ): ଅଠରବାଙ୍କୀ ନିକଟସ୍ଥ ମତ୍ସ୍ୟଡିଆ ନଦୀରେ ଅଘଟଣ। ଗାଧୋଇବା ବେଳେ ବୁଡିଗଲେ ନାବାଳିକା। ଖୁଦୁରକୁଣୀ ଓଷା ପାଇଁ ବାଲୁକା ପୂଜା କରୁଥିବା ବେଳେ ଘଟିଛି ଅଘଟଣ । ନିଖୋଜ ନାବାଳିକା ମୁଣ୍ଡାପଡାର ଆରତୀ ମଲ୍ଲିକ ବୋଲି ଜଣାପଡିଛି । ପାରାଦୀପ ବନ୍ଦର ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆସିଲା ଯୁକ୍ତ ଦୁଇ ରେଜଲ୍ଟ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ 🔴 ଗରମରୁ ମିଳିବନି ନିସ୍ତାର, ଜାରି ହେଲା ହିଟ୍‌ ୱେଭ୍ 🔴 ଅନ୍ୟ ଜାତିରେ ବାହା ହେବାରୁ କୂଳରୁ ବାସନ୍ଦ 🔴 ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ 🔴 ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅପରାଧୀଙ୍କୁ ନାହିଁ ପୋଲିସର ଭୟ 🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ 🔴 ଆସିଲା ଯୁକ୍ତ ଦୁଇ ରେଜଲ୍ଟ 🔴 ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ 🔴 ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ 🔴 ଗରମରୁ ମିଳିବନି ନିସ୍ତାର, ଜାରି ହେଲା ହିଟ୍‌ ୱେଭ୍ 🔴 ଅନ୍ୟ ଜାତିରେ ବାହା ହେବାରୁ କୂଳରୁ ବାସନ୍ଦ 🔴 ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ 🔴 ବିଚ୍ ରାସ୍ତାରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅପରାଧୀଙ୍କୁ ନାହିଁ ପୋଲିସର ଭୟ 🔴 ଆହୁରି ବଢ଼ିବ ତାତି 🔴 ବାଲି ମାଫିଆଙ୍କ ଘରେ ରେଡ 🔴 ଭିଜିଲାନ୍ସ ପଞ୍ଝାରେ ପ୍ରଧାନଶିକ୍ଷକ