Masthead

ଦୁଇ କାର୍ ମୁହାଁମୁହିଁ, ୬ ମୃତ

ଜୟପୁର(ବଡ଼ ଖବର ବ୍ୟୁରୋ):  ଦୁଇ କାର୍ ମୁହାଁମୁହିଁ, ୬ ମୃତ, ୫ ଗୁରୁତର । ରାଜସ୍ଥାନ ସିକର ଜିଲ୍ଲାରେ ଅଭାବନୀୟ ଘଟଣା । ଦୁଇଟି କାର୍‌ ପରସ୍ପର ସହ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣା ରବିବାର ସହରର ଲକ୍ଷ୍ମଣଗଡ଼ ଅଞ୍ଚଳରେ ଘଟିଛି। ଯେଉଁଠାରେ ସିକରରୁ ଲକ୍ଷ୍ମୀଗଡ଼ ଅଭିମୁଖେ ଯାଉଥିବା ଏକ କାର୍‌ ଡିଭାଇଡର ପାର୍‌ ହୋଇ ରାସ୍ତାର ଅପର ପାର୍ଶ୍ୱରେ ଥିବା ଅନ୍ୟ ଏକ କାର୍‌ ସହିତ ମୁହାଁମୁହିଁ ପିଟି ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ