Masthead

ଦୁଇ କାର୍ ମୁହାଁମୁହିଁ, ୬ ମୃତ

ଜୟପୁର(ବଡ଼ ଖବର ବ୍ୟୁରୋ):  ଦୁଇ କାର୍ ମୁହାଁମୁହିଁ, ୬ ମୃତ, ୫ ଗୁରୁତର । ରାଜସ୍ଥାନ ସିକର ଜିଲ୍ଲାରେ ଅଭାବନୀୟ ଘଟଣା । ଦୁଇଟି କାର୍‌ ପରସ୍ପର ସହ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଘଟଣା ରବିବାର ସହରର ଲକ୍ଷ୍ମଣଗଡ଼ ଅଞ୍ଚଳରେ ଘଟିଛି। ଯେଉଁଠାରେ ସିକରରୁ ଲକ୍ଷ୍ମୀଗଡ଼ ଅଭିମୁଖେ ଯାଉଥିବା ଏକ କାର୍‌ ଡିଭାଇଡର ପାର୍‌ ହୋଇ ରାସ୍ତାର ଅପର ପାର୍ଶ୍ୱରେ ଥିବା ଅନ୍ୟ ଏକ କାର୍‌ ସହିତ ମୁହାଁମୁହିଁ ପିଟି ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ