Masthead

ଭାଇ ଆଗରେ ଭଉଣୀ ମୃତ

ସୁବର୍ଣ୍ଣପୁର(ବଡ଼ ଖବର ବ୍ୟୁରୋ): ସୁବର୍ଣ୍ଣପୁର-ବଲାଙ୍ଗୀର ୫୭ନମ୍ବର ଜାତୀୟ ରାଜପଥର ସୁକାନ୍ତି କଲେଜ ଛକ ନିକଟରେ ପିକ୍ଅପ୍ – ବାଇକ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତ ମହିଳା ହେଲେ ସେଲେଡି ଗାଁର ଲକ୍ଷ୍ମୀ ସେଠୀ(୩୫) । ଘରୁ ଏକ ବାଇକରେ ଭାଇ ଭଉଣୀ ଜନମୁରା ଗାଁକୁ ଆସୁଥିଲେ । ଜନମୁରା ସୁକାନ୍ତି କଲେଜ ଛକ ନିକଟରେ ବଲାଙ୍ଗୀର ପଟୁ ସୋନପୁର ଆସୁଥିବା ଏକ ପିକଅପ ବାଇକୁ ଧକ୍କା ଦେଇଥିଲା । ଭାଇ ଭଉଣୀ ଗୁରୁରତର ହୋଇଥିଲେ । ସେମାନଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଆଣାଯାଇଥିଲା । ସେଠାରେ ଲକ୍ଷୀଙ୍କ ମୃତ୍ୟୁ ହୋଇଛି । ଭାଇ ଶେଷଦେବ ସେଠୀ ଡାକ୍ତରଖାନାରେ ଚିକିତ୍ସା ହେଉଛନ୍ତି । ପୋଲିସ ଘଟଣା ସ୍ଥାଳକୁ ଯାଇ ଅନୁସନ୍ଧାନ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ