Masthead

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ରାଜଗାଙ୍ଗପୁର(ବଡ଼ ଖବର ବ୍ୟୁରୋ): ରାଜଗାଙ୍ଗପୁର ଥାନା କାଂଶବାହାଲ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କାର ଓ ବାଇକ ମୁହାଁମୁହିଁ ଧକ୍କା, ଦୁଇ ମୃତ । ମୃତକଙ୍କ ପରିଚୟ ମିଳିପାରିନାହିଁ । ରାଜଗାଙ୍ଗପୁର ପୋଲିସ ଘଟଣାସ୍ଥଳରେ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇ ଦେଇଛି । ଉଭୟ କାର ଏବଂ ବାଇକ ସମ୍ପୂର୍ଣ୍ଣ ଭାବେ ନଷ୍ଟ ହୋଇଯାଇଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା