Masthead

ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

ରାଜଗାଙ୍ଗପୁର, (ବଡ଼ ଖବର ବ୍ୟୁରୋ): ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ । ରାଜଗାଙ୍ଗପୁର ଅଞ୍ଚଳରୁ ଆସିଛି ଏଭଳି ଦୁଃଖଦ ଖବର । ସୋମବାର ସକାଳ ପ୍ରାୟ ୮ଟାରେ ବିଜୁ ଏକ୍ସପ୍ରେସ ୱେର ରାଜଗାଙ୍ଗପୁର ରାଣୀବନ୍ଧ ନିକଟରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବାଇକ୍ ଡିଭାଇଡରରେ ବାଡ଼େଇ ହେବାରୁ ଘଟଣାସ୍ଥଳରେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତ ଯୁବକ ହେଲେ ସୁନ୍ଦରଗଡ଼ ଜିଲ୍ଲା ତଳସରା ଥାନା କୁରମକେଲ ପଞ୍ଚାୟତ ହୁତୁପାନି ଗଁର ସୁମିତ କୁଲୁ (୨୨) । ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାଇଛି । ସୁମିତଙ୍କ ପରିବାର ଲୋକଙ୍କୁ ମଧ୍ୟ ଖବର ଦେଇଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଘଡ଼ଘଡ଼ି ସହ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ 🔴 ରାୟଗଡ଼ାରେ ମାନବିକତାର ହତ୍ୟା: ଗୁଗୁଲ୍ ମ୍ୟାପ୍‌ ଚକ୍କରରେ ଆସି ପିଲାଚୋର ସନ୍ଦେହରେ ଯୁବକ-ଯୁବତୀଙ୍କୁ ଗଣ ନିର୍ଯାତନା, ୧୬ ଗିରଫ 🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଘଡ଼ଘଡ଼ି ସହ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ 🔴 ରାୟଗଡ଼ାରେ ମାନବିକତାର ହତ୍ୟା: ଗୁଗୁଲ୍ ମ୍ୟାପ୍‌ ଚକ୍କରରେ ଆସି ପିଲାଚୋର ସନ୍ଦେହରେ ଯୁବକ-ଯୁବତୀଙ୍କୁ ଗଣ ନିର୍ଯାତନା, ୧୬ ଗିରଫ 🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ଟେଲିଗ୍ରାମ ଉପରେ ସରକାରୀ ବ୍ୟାନ ବଜାୟ ରଖିଲେ ହାଇକୋର୍ଟ 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି