Masthead

ଖୁଣ୍ଟ ରେ ପିଟି ହୋଇ ଦୁଇ ବାଇକ ଆରୋହୀ ଙ୍କ ମୃତ୍ୟୁ

ନବରଙ୍ଗପୁର ,(ବଡ଼ ଖବର ବ୍ୟୁରୋ):

ରାଇଘର ବ୍ଲକ ଟିମନପୁର ନିକଟରେ ବିଦ୍ୟୁତ୍ ଖୁଣ୍ଟ ରେ ପିଟି ହୋଇ ଦୁଇ ବାଇକ ଆରୋହୀ ଙ୍କ ଘଟଣା ସ୍ଥଳରେ ମୃତ୍ୟୁ। ମୃତକ ମାନେ ହେଲେ ଗୋବର୍ଦ୍ଧନ ଗଣ୍ଡ ଓ ଓମ୍ ପ୍ରସାଦ ଗଣ୍ଡ ।

ଉଭୟେ ଗୋଟିଏ ବାଇକ ରେ ଟିମନପୁର ରୁ ବିନୟପୁର ଯିବା ସମୟରେ ରାସ୍ତା କଡ଼ରେ ଥିବା ଏକ ବିଦ୍ୟୁତ ଖୁଣ୍ଟ ରେ ପିଟି ହୋଇ ଯାଇଥିଲେ ।  ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ରାଇଘର ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଦୁଇ ଟି ଶବ ସହ ବାଇକ ଜବତ କରିଛି, ଶବ କୁ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା