Masthead

ଦୁର୍ଘଟଣା ନେଲା ୨ ଜୀବନ

 

 

ମୟୂରଭଞ୍ଜ( ବଡ ଖବର ବ୍ୟୁରୋ): ମୟୁରଭଂଜ ଜିଲ୍ଲା ଶ୍ୟାମାଖୁଣ୍ଟା ବ୍ଲକ ଅନ୍ତର୍ଗତ କରଞ୍ଜିଆ ଛକ ନିକଟରେ ଦୁର୍ଘଟଣା, ୨ ମୃତ । କରମା ନାଚିବାକୁ ଯିବା ସମୟରେ ଘଟଛି ଦୁର୍ଘଟଣା । ଦାଳଦୁଲ ଓ ଜାମବଣି ଗାଁର ୪ ଜଣ ବାଇକ ଯୋଗେ କରମା ନାଚିବା ପାଇଁ ଉଦଳା ଅଭିମୁଖେ ଯାଉଥିବା ସମୟରେ ଏକ ଧାନ ବୋଝେଇ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲେ । ଯାହାଦ୍ଵାରା ଘଟଣା ସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହେଇଥିବାବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହେଇଛନ୍ତି । ଖବର ପାଇ ବାରିପଦା ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ କୁ ଜବତ କରିବା ସହିତ ଆହତଙ୍କୁ ପିଆର୍ ଏମ୍ ମେଡିକାଲରେ ଭର୍ତ୍ତି କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ