Masthead

ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା, ଗୁରାଣ୍ଡି ଥାନା ଅଧିକାରୀଙ୍କୁ ପଚରାଉଚରା

ଗଜପତି(ବଡ଼ ଖବର ବ୍ୟୁରୋ): ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା । ଘଟଣାକୁ ମାସେ ବିତିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ମୁଖ୍ୟ ଅଭିଯୁକ୍ତ ପାଖରେ ପହଂଚି ପାରୁନି କ୍ରାଇମବ୍ରାଞ୍ଚ ଟିମ୍ । ଗୁରାଣ୍ଡି ଥାନା ଅଧିକାରୀ ମମତାଙ୍କୁ ପଚରାଉଚରା ଜାରି । ମମତା ପଣ୍ଡାଙ୍କ ବିରୋଧରେ ସୌମ୍ୟଙ୍କ ପରିବାର ପକ୍ଷରୁ ଅଭିଯୋଗ ରହିଛି ।

ସେପଟେ ପୂର୍ବତନ ତଦନ୍ତକାରୀ ଅଧରକାରୀ ବିବେକାନନ୍ଦ ସ୍ୱାଇଁଙ୍କୁ ମଧ୍ୟ ତଦନ୍ତ ପରିସର ଭୁକ୍ତ କରାଯିବା ପାଇଁ ସ୍ପଷ୍ଟ କରିଛି କ୍ରାଇମବ୍ରାଞ୍ଚ ଟିମ୍ । ଯେକୌଣସି ସମୟରେ ବିବେକାନନ୍ଦଙ୍କୁ ଜେରା କରାଯାଇପାରେ । ପୂର୍ବରୁ ରୋଷେୟା, ଜଗୁଆଳିକୁ ଜେରା ସରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ