Masthead

ରାଜନୀତିରୁ ଅବସର ନେଲେ ଅଚ୍ୟୁତ ସାମନ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜନୀତିରୁ ଅବସର ନେଲେ ବିଜେଡି ନେତା ତଥା ପୂର୍ବତନ ସାଂସଦ ଅଚ୍ୟୁତ ସାମନ୍ତ । ଏନେଇ ସେ ସୋସିଆଲ ମିଡିଆରେ ଘୋଷଣା କରିଛନ୍ତି । ଗତକାଲି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଭେଟିଥିଲେ । ଉଭୟ ଲୋକସଭା ଓ ରାଜ୍ୟସଭାରେ ତାଙ୍କୁ ସୁଯୋଗ ଦେଇଥିବାରୁ କୃତଜ୍ଞତା ଜଣାଇଲେ । ତେବେ ପ୍ରତ୍ୟକ୍ଷ ରାଜନୀତିରୁ ଅବସର ନେବା ପରେ ସେ ସମାଜସେବାରେ ସକ୍ରିୟ ରହିବେ ବୋଲି କହିଛନ୍ତି ଅଚ୍ୟୁତ ।

୨୦୧୮ ମସିହା ୭ ମାର୍ଚ୍ଚରେ ଅଚ୍ୟୁତ ସାମନ୍ତ ରାଜନୀତିରେ ପ୍ରବେଶ କରିଥିଲେ । ସେ ବିଜୁ ଜନତା ଦଳରେ ଯୋଗଦାନ କରିଥିଲେ । ୨୦୧୮ ୪ ଅପ୍ରେଲରେ ସେ ରାଜ୍ୟସଭା ଯାଇଥିଲେ । ୨୦୧୯ ନିର୍ବାଚନରେ କନ୍ଧମାଳରୁ ବିଜେଡିର ଲୋକସଭା ପ୍ରାର୍ଥୀ ଭାବେ ବିଜେପିର ଖାରବେଳ ସ୍ୱାଇଁଙ୍କୁ ପରାସ୍ତ କରି ଏକ ଲକ୍ଷ ଭୋଟରେ ନିର୍ବାଚନ ଜିତିଥିଲେ । କିନ୍ତୁ ୨୦୨୪ ନିର୍ବାଚନରେ ହାରି ଯାଇଥିଲେ । ଆଉ ଏବେ ରାଜନୀତିରୁ ସନ୍ୟାସ ନେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ