Masthead

ବାହାବେଦୀରେ ଏସିଡ ମାଡ଼

ରାଇଘର (ବଡ଼ ଖବର ବ୍ୟୁରୋ):  ବିବାହ ସମୟରେ ଅଜଣା ଦୁର୍ବୃତ୍ତଙ୍କ ଏସିଡ୍ ମାଡ଼ । ବର କନ୍ୟା ସମେତ ୧୨ ଜଣ ଗୁରୁତର । ଛତିଶଗଡ଼ ବସ୍ତର ଜିଲ୍ଲାରେ ଘଟିଛି ଘଟଣା । ବିବାହ ବେଦୀ ଉପରେ କେହି ଜଣେ ଦୁର୍ବୁତ୍ତ ଏସିଡ୍ ମାଡ଼ କରି ଫେରାର୍ ହୋଇ ଯାଇଥିବାବେଳେ ଘଟଣାସ୍ଥଳରେ ଉତ୍ତେଜନା ସୃଷ୍ଟି ହୋଇଥିଲା । ଅନ୍ଧାରର ସୁଯୋଗ ନେଇ ଦୁର୍ବୁତ୍ତ ଏଭଳି କାଣ୍ଡ ଘଟାଇ ଥିବାବେଳେ ବର ଓ କନ୍ୟା ସମେତ ନିକଟରେ ଉପସ୍ଥିତ ୧୦ ଜଣ ଏସିଡ୍ ଆକ୍ରମଣର ଶିକାର ହୋଇଥିଲେ ।

ସୂଚନା ଅନୁଯାୟୀ ସୁଧାପାଲ ଗ୍ରାମର ଡମରୁଧର ବଘେଲ ଆମାବାଲ ଗ୍ରାମର ସୁନୀତା କଶ୍ୟପଙ୍କ ସହିତ ବିବାହ ଚାଲିଥିବା ବେଳେ ହଠାତ୍ ବିଦ୍ୟୁତ ଚାଲି ଯାଇଥିଲା । ଏହାର ସୁଯୋଗ ନେଇ କେହି ଦୁର୍ବୃତ୍ତ ବିବାହ ବେଦୀ ନିକଟରେ ପହଞ୍ଚି ବର ଓ କନ୍ୟା ଉପରେ ଏସିଡ୍ ମାଡ଼ ମାରି ଚମ୍ପଟ୍ ମାରିଥିଲା । ଏହି ସମୟରେ ବର ଓ କନ୍ୟା ସମେତ ବେଦୀ ଆଖପାଖର ଅନେକ ଲୋକ ଏସିଡ୍ ଆକ୍ରମଣର ଶିକାର ହୋଇଥିଲେ । ଘଟଣାସ୍ଲରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା