Masthead

ପାରିବାରିକ କଳହକୁ କେନ୍ଦ୍ର କରି ଏସିଡ ମାଡ଼

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲା ତିର୍ତ୍ତୋଲ ଜଡ଼ତିରା ଗାଁରେ ଅଘଟଣ । ପାରିବାରିକ କଳହକୁ କେନ୍ଦ୍ର କରି ଏସିଡ ମାଡ଼ । ଏସିଡ ମାଡ଼ରେ ଆକ୍ରମଣକାରୀଙ୍କ ସମେତ ୫ ଆହତ । ଆହତମାନେ ହେଲେ ଜଡ଼ତିରା ଗାଁର ବିପିନ ବିହାରୀ ପଣ୍ଡା, ସ୍ତ୍ରୀ ଆଶା ଲତା ପଣ୍ଡା ଓ ଝିଅ ଜୟଶ୍ରୀ ପଣ୍ଡା । ସମସ୍ତଙ୍କୁ ଜଗତସିଂହପୁର ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବିପିନି ବିହାରୀ ଓ ତାଙ୍କ ସ୍ତ୍ରୀଙ୍କ ମୁହଁ ଓ ଶରୀରର ବିଭିନ୍ନ ସ୍ଥାନରେ ଏସିଡି ପଡି ପୋଡି ଯାଇଛି ।

ଉଭୟ ପରିବାର ମଧ୍ୟରେ ପୂର୍ବରୁ ବିବାଦ ଲାଗିରହି ଥିବାବେଳେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଫଳରେ ଏଥିରେ ଉତକ୍ଷିପ୍ତ ହୋଇ ଇତିଶ୍ରୀ ଏମାନଙ୍କ ଉପରେ ଏସିଡ ପକାଇ ଦେଇଥିଲେ । ଘଟଣାସ୍ଥଳରେ ତିର୍ତ୍ତୋଲ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା