Masthead

ପାରିବାରିକ କଳହକୁ କେନ୍ଦ୍ର କରି ଏସିଡ ମାଡ଼

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲା ତିର୍ତ୍ତୋଲ ଜଡ଼ତିରା ଗାଁରେ ଅଘଟଣ । ପାରିବାରିକ କଳହକୁ କେନ୍ଦ୍ର କରି ଏସିଡ ମାଡ଼ । ଏସିଡ ମାଡ଼ରେ ଆକ୍ରମଣକାରୀଙ୍କ ସମେତ ୫ ଆହତ । ଆହତମାନେ ହେଲେ ଜଡ଼ତିରା ଗାଁର ବିପିନ ବିହାରୀ ପଣ୍ଡା, ସ୍ତ୍ରୀ ଆଶା ଲତା ପଣ୍ଡା ଓ ଝିଅ ଜୟଶ୍ରୀ ପଣ୍ଡା । ସମସ୍ତଙ୍କୁ ଜଗତସିଂହପୁର ମୁଖ୍ୟ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ବିପିନି ବିହାରୀ ଓ ତାଙ୍କ ସ୍ତ୍ରୀଙ୍କ ମୁହଁ ଓ ଶରୀରର ବିଭିନ୍ନ ସ୍ଥାନରେ ଏସିଡି ପଡି ପୋଡି ଯାଇଛି ।

ଉଭୟ ପରିବାର ମଧ୍ୟରେ ପୂର୍ବରୁ ବିବାଦ ଲାଗିରହି ଥିବାବେଳେ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଫଳରେ ଏଥିରେ ଉତକ୍ଷିପ୍ତ ହୋଇ ଇତିଶ୍ରୀ ଏମାନଙ୍କ ଉପରେ ଏସିଡ ପକାଇ ଦେଇଥିଲେ । ଘଟଣାସ୍ଥଳରେ ତିର୍ତ୍ତୋଲ ପୋଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା