Masthead

ଡାକ୍ତର ମେଘନାଦ ମେହେରଙ୍କୁ ଏସିପି ଆୱାର୍ଡ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଡାକ୍ତର ମେଘନାଦ ମେହେରଙ୍କୁ ଏସିପି ଆୱାର୍ଡ । ଭୁବନେଶ୍ୱର ସମ୍ ହସ୍ପିଟାଲ ମେଡିସିନ ବିଭାଗରେ କାର୍ଯ୍ୟରତ ଆସିଷ୍ଟାଣ୍ଡ ପ୍ରଫେସର ମେଘନାଦ ମେହେରଙ୍କୁ ଆମେରିକାନ କଲେଜ ଅଫ୍ ଫିଜିସିୟନ (ଏସିପି) ଆୱାର୍ଡରେ ସମ୍ମାନିତ କରାଯାଇଛି । ଆମେରିକା୍ ଜଲେଜ ଅଫ୍ ଫିଜିସିୟାନ ପକ୍ଷରୁ ଭୁବନେଶ୍ୱରରେ ଅଷ୍କଟମ ବାର୍ଷିକ ସମ୍ମିଳନୀ ଚାଲିଥିବା ବେଳେ ଡା. ମେହେରଙ୍କୁ ଏହି ସମ୍ମାନସ୍ପଦ ପୁରସ୍କାରରେ ସମ୍ମାନିତ କରାଯାଇଛି ।

ଏହି କାର୍ଯ୍ୟକ୍ରମରେ ବିଶ୍ୱର ବିଭିନ୍ନ ପ୍ରାନ୍ତରରୁ ବିଶିଷ୍ଟ ଡାକ୍ତର, ମେଡିସିନ୍ ସ୍ପେଶାଲିଷ୍ଟ, ଡେଲିଗେଟସ୍ ଯୋଗ ଦେଇଥିଲେ । ମେଡିସିନ ସମ୍ପର୍କିତ ବିଭିନ୍ନ ରୋଗ ବିଷୟରେ ବୈଠକରେ ଆଲେଶଚନା କରାଯାଇଥିଲା । ଡା. ମେହେରଙ୍କ ଘର ବରଗଡ଼ ଜିଲ୍ଲା ସରକଣ୍ଡାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ