Masthead

ଆକ୍ସନ ମୁଡରେ ଯାଜପୁର ପୋଲିସ

ଯାଜପୁର (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲାରେ ଦିନକୁ ଦିନ ବୃଦ୍ଧି ପାଉଛି ଚୋରି ଡକାୟତି । ଏହାକୁ ରୋକିବା ପାଇଁ ଜିଲ୍ଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ବିଗତ ଦିନରେ ଜିଲ୍ଲାରେ ଘଟିଥିବା ବିଭିନ୍ନ ଡକାୟତି ମାମଲାରେ ସମ୍ପୃକ୍ତ କିଛି ବ୍ୟକ୍ତିଙ୍କ ସମ୍ପର୍କରେ ପୋଲିସ ବିଶେଷ ସୂତ୍ରରୁ ଖବର ପାଇଥିଲା। ଯାଜପୁର ଏସପି ଚରଣ ସିଂ ମୀନାଙ୍କ ନିର୍ଦ୍ଦେଶରେ ଆଜି ଅପରାହ୍ନରେ ଏକ ସ୍ୱତନ୍ତ୍ର ଟିମ୍ କୋରେଇ ବ୍ଲକ କନ୍ତୋର ପଞ୍ଚାୟତ ପୂର୍ବକୋଟ ତେଲେଙ୍ଗାସାହିରେ ଚଢ଼ାଉ କରିଛି। ଯାଜପୁର ରୋଡ୍ ଏସଡିପିଓ ଚିନ୍ମୟ ନାୟକଙ୍କ ନେତ୍ୱତ୍ୱରେ ୫ ଜଣିଆ ଟିମ୍ ଏକ ପ୍ଲାଟୁନ୍ ଫୋର୍ସ ସହ ତେଲେଙ୍ଗାସାହିରୁ ୪ ଜଣଙ୍କୁ ଗିରଫ କରି ପଚରାଉଚୁରା କରିବା ସହ ଅଧିକ ତଦନ୍ତ ଚଳାଇଛି। ଚଢ଼ାଉ ବେଳେ ପୋଲିସ ବିପୁଳ ସୁନାଗହଣା ଜବତ କରିଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ