Masthead

‘ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ପ୍ରସଙ୍ଗରେ ବିଜେଡି ଉପସଭାପତି ଦେବୀ ମିଶ୍ରଙ୍କ ପ୍ରତିକ୍ରିୟା । କହିଲେ ଏଇଟା ଗୋଟେ ସେନସିଟିଭ ମ୍ୟାଟର । ସତ ସାମ୍ନାକୁ ଆସିଛି । ଆଇନ ଅନୁଯାୟୀ ଯାହା ହେବା କଥା ହେବ । ମହିଳା କଣ ଅଭିଯୋଗ କରିଛନ୍ତି ସେ ଦିଗରେ ପୋଲିସ ତଦନ୍ତ କରୁଛି । ଦଳ ତ କାହାକୁ କହିନି ଖରାପ ବ୍ୟବହାର କରବା ପାଇଁ ।

କାହା ମନରେ କଣ ଆଘାତ ହୋଇଛି । ସେ ବି ତ ମିଡ଼ିଆରେ କହୁଛନ୍ତି ମୁଁ ଦଳର ଜଣେ ନେତ୍ରୀ ତେଣୁ କଣ ହୋଇଥିବ, ସେ କଣ ଅଭିଯୋଗ ଦେଇଛନ୍ତି ଯିଏ ଦେଇଛନ୍ତି ସେ ହିଁ କହି ପାରିବେ । ଯଦି ସେ କହିଛନ୍ତି ତେବେ ଆଇନ ଅନୁଯାୟୀ ଯାହା କାର୍ଯ୍ୟାନୁଷ୍ଠାନ ହେବା କଥା ହେବ । ଯାହା ରିଭିଲ କରିବ ଫ୍ୟାକ୍ଟ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ