Masthead

ରାଜ୍ୟରେ ସକ୍ରିୟ ଲଘୁଚାପ ବର୍ଷା, ୨୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ); ବଙ୍ଗୋପସାଗରରେ ସକ୍ରିୟ ହୋଇଛି ଲଘୁଚାପ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ପାଶ୍ୱବର୍ତ୍ତୀ ଅଞ୍ଚଳ ଏବଂ ଓଡିଶା ଉପକୂଳରେ ସକ୍ରିୟ ହୋଇଛି ଲଘୁଚାପ । ଫଳରେ ରାଜ୍ୟରେ ଲାଗି ରହିଛି ବର୍ଷା । ଏହା ପ୍ରଭାବରେ ଆଜି ଓ ଆସନ୍ତାକାଲି ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିବ ଭୀଷଣ ବର୍ଷା । ଆଜି ପାଇଁ ୨୭ଟି ଜିଲ୍ଳାକୁ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ ।

ଝାରସୁଗୁଡା ,ସମ୍ବଲପୁର, ସୋନପୁର, କଟକ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ଅନୁଗୁଳକୁ ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତାକାଲି ମଧ୍ୟ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିପାରେ । ଆଜି ଓ ଆସନ୍ତାକାଲି ବର୍ଷା ଯୋଗୁ ଫିକା ପଡିପାରେ ପଶ୍ଚିମ ଓଡିଶାର ନୂଆଖାଇ ଭେଟ୍‌ଘାଟ୍ । ଆସନ୍ତାକାଲି ପାଇଁ ପଶ୍ଚିମ ଓଡିଶାର ୮ ଟି ଜିଲ୍ଳାକୁ ସତର୍କା କରାଇଛି ପାଣିପାଗ ବିଭାଗ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ