Masthead

ପରଲୋକରେ ବିଜୟକାନ୍ତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅଭିନେତାରୁ ରାଜନେତା ପାଲଟିଥିବା ବିଜୟକାନ୍ତଙ୍କ ଗୁରୁବାର ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୧ ବର୍ଷ ହୋଇଥିଲା । ଗତକାଲି ରାତିରେ ଚେନ୍ନାଇରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି କରୋନା ପଜିଟିଭ ହେବା ପରେ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ନିଶ୍ୱାସ ନେବାରେ ଅସୁବିଧା ହେତୁ ତାଙ୍କୁ ଚେନ୍ନାଇର ଏକ ଘରୋଇ ଡାକ୍ତରଖାନାରେ ଭେଣ୍ଟିଲେଟରରେ ରଖାଯାଇଥିଲା। ।

ତାଙ୍କ ମୃତ୍ୟୁପରେ ଡାକ୍ତରଖାନା ବାହାରେ ସୁରକ୍ଷା ବୃଦ୍ଧି କରାଯାଇଛି। ବିଜୟକାନ୍ତ ୨୦୦୫ର ଦେଶିଆ ମୁରପକ୍କୁ ଦ୍ରାବିଡ କାଜଗାମ ପାର୍ଟି ଗଠନ କରିଥିଲେ। ୨୦୧୧ ରୁ ୨୦୧୬ ପର୍ୟ୍ୟନ୍ତ ତାମିଲନାଡୁର ଡିଏମଡିକେ ମୁଖ୍ୟ ବିରୋଧୀ ଦଳ ଥିଲା ଏବଂ ବିଜୟକାନ୍ତ ବିଧାନସଭାରେ ବିରୋଧୀ ଦଳର ନେତା ଥିଲେ। ତାମିଲ ଫିଲ୍ମ ଇଣ୍ଡଷ୍ଟ୍ରିର ସେ ସୁପରଷ୍ଟାର ଥିଲେ । ୧୫୦ରୁ ଅଧିକ ଫିଲ୍ମରେ ସେ ଅଭିନୟ କରିଛନ୍ତି । କ୍ୟାପଟେନ ବିଜୟକାନ୍ତ ନାଁରେ ସେ ପରିଚିତ ଥିଲେ। ୨୦୦୫ରେ DMDK ନାଁରେ ଏକ ରାଜନୈତିକ ଦଳ ଗଠନ କରିଥିଲେ ବିଜୟକାନ୍ତ । ୨୦୧୧ ରେ ତାଙ୍କ ଦଳ ୨୬ଟି ଆସନ ଜିତିଥିଲା ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ