Masthead

ଅଭିନେତା ଗୋବିନ୍ଦାଙ୍କୁ ଜେରା

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଅଭିନେତା ଗୋବିନ୍ଦାଙ୍କୁ ଇଓଡବ୍ଲୁର ଜେରା । ୧ ହଜାର କୋଟି ଟଙ୍କା ଠକେଇ ମାମଲାରେ ହେବ ଜେରା  । ଭାରତରେ ପାନ୍ ଇଣ୍ଡିଆ ନାମକ ଏକ କମ୍ପାନି କରିଥିଲା ଠକେଇ  । କମ୍ପାନିରେ ଗୋବିନ୍ଦାଙ୍କ ସମ୍ପୃକ୍ତି ଥିବାରୁ କରାଯାଉଛି ଜେରା ।ଓଡିଶା ଅର୍ଥନୈତିକ ଅପରାଧ ଶାଖା ତରଫରୁ ଅଭିନେତା ଗୋବିନ୍ଦା ଆହୁଜାଙ୍କୁ ନୋଟିିସ ଜାରି କରାଯାଇଛି । ୧ହଜାର କୋଟି ଟଙ୍କାର ଅନଲାଇନ ଅର୍ଥ ଠକେଇ ମାମଲାରେ ଗୋବିନ୍ଦାଙ୍କ ସଂପୃକ୍ତି ଥିବା ଅଭିଯୋଗ ଉପରେ ଇଓଡବ୍ଲ୍ୟୁ ଗୋବିନ୍ଦାଙ୍କୁ ଜେରା କରିବ ।

ସମଗ୍ର ଭାରତବର୍ଷର ପାନ୍ ଇଣ୍ଡିଆ ନାମକ ଏକ କମ୍ପାନୀ ଠକେଇ କରିଥିଲା । ଏହି ଠକେଇରେ ଗୋବିନ୍ଦାଙ୍କ ସଂପୃକ୍ତି ଥିବା ଜଣାପଡିଛି । ସୂଚନା ମୁତାବକ ସୋଲାର ଟେକ୍ନୋ ଆଲାଏନ୍ସ ନାମକ ଏକ କମ୍ପାନୀ ବିଶ୍ୱର ବିଭିନ୍ନ ଦେଶରେ ନିଜର ଶାଖା ଖୋଲି କ୍ରିପ୍ଟୋକରେନ୍ସି ନିବେଶ ବାହାନାରେ ଏକ ଅନଲାଇନ ପଞ୍ଜି ସ୍କିମ ଚଳାଇଥିଲା । କମ୍ପାନୀ ସାରା ଦେଶରେ ୨ଲକ୍ଷରୁ ଅଧିକ ଲୋକଙ୍କ ଠାରୁ ଭାରତୀୟ ରିଜର୍ଭ ବ୍ୟାଙ୍କର ବିନା ଅନୁମତିରେ ୧ ହଜାର କୋଟିରୁ ଅଧିକ ଟଙ୍କାର ଜମା ସଂଗ୍ରହ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା