Masthead

କଂଗ୍ରେସରେ ଯୋଗ ଦେଲେ ଅଭିନେତା ମନୋଜ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାତ ଧରିଲେ ମନୋଜ । ଭୁବନେଶ୍ୱର ଆସି କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ଉପସ୍ଥିତିରେ କଂଗ୍ରେସରେ ଯୋଗଦେଇଛନ୍ତି ମନୋଜ ମିଶ୍ର। ପଶ୍ଚିମ ଓଡ଼ିଶାରେ କଂଗ୍ରେସର ଟାଣୁଆ ନେତା ନରସିଂହ ମିଶ୍ରଙ୍କ ଉପସ୍ଥିତିରେ କଂଗ୍ରେସରେ ହୋଇଛନ୍ତି ସାମିଲ । କଂଗ୍ରେସରେ ମିଶିବା ପରେ ମନୋଜ କହିଛନ୍ତି, ନେତା ହେବାକୁ ନୁହେଁ ବରଂ ଲୋକଙ୍କ ସେବା କରିବାକୁ ମୁଁ ଆସିଛି ।

ପଶ୍ଚିମ ଓଡ଼ିଶାରେ ଏବେ ଅନେକ ସମସ୍ୟା ରହିଛି । ସରକାର ଏହା ପ୍ରତି ଦୃଷ୍ଟି ଦେଉନାହାନ୍ତି । ତେଣୁ ଲୋକଙ୍କ ସ୍ୱର ଉଠାଇବାକୁ ମୁଁ କଂଗ୍ରେସରେ ସାମିଲ ହୋଇଛି । ଓଡ଼ିଆ ସିନେମା ପାଇଁ ମୁହଁ ଖୋଲିଲି ବୋଲି ଏବେ ଓଡ଼ିଆ ସିନେମାରେ କିଛି ପରିବର୍ତ୍ତନ ଆସିଛି । ନିର୍ବାଚନ ଲଢିବି କି ନାହିଁ ତାହା ପରବର୍ତ୍ତୀ ସମୟରେ ଦଳ ନିଷ୍ପତ୍ତି ନେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା