Masthead

ମୋ ପେଟରେ ଯାହା ମୁହଁରେ ତାହା: ନାନା ପାଟେକର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କୃଷକ ଆନ୍ଦୋଳନରେ ଏବେ ଅଭିନେତା ନାନା ପାଟେକର ଏଣ୍ଟ୍ରି । ଆନ୍ଦେଳନରେ ଯୋଗଦେଇ ସେ ଦେଶର ସବୁ ଭୋଟରଙ୍କୁ ନିର୍ବାଚନ ନେଇ ବଡ ଆହ୍ୱନ କରିଛନ୍ତି। ସେ କହିଛନ୍ତି, ପୂର୍ବରୁ ୮୦ରୁ ୯୦% ଚାଷୀ ଥିଲେ । ଏବେ ଏହା ହ୍ରାସ ପାଇ ୫୦%ରେ ପହଞ୍ଚିଛି । ସରକାରଙ୍କ ଠାରୁ କିଛି ମାଗିବା ଦରକାର ନାହିଁ ବରଂ ଚାଷୀ ଭାଇ ସ୍ଥିର କରନ୍ତୁ କାହାକୁ ସରକାରକୁ ଆଣିବେ । ଏଥିସହ ରାଜନୀତିରେ ସାମିଲ ହେବା ନେଇ ପ୍ରତିକ୍ରିୟା ରଖିଛନ୍ତି ପାଟେକର। ସେ କହିଛନ୍ତି, ମୁଁ ରାଜନୀତିରେ ଆସିପାରିବି ନାହିଁ । କାରଣ ମୋ ପେଟରେ ଯାହା ମୁହଁରେ ତାହା ।

ଆଉ ଯଦି ମୁଁ କହିବି ତେବେ ରାଜନୈତିକ ଦଳଗୁଡିକ ମୋତେ ଦିନ କେଇଟାରେ ବାହାର କରିଦେବେ । ମାସେ ମଧ୍ୟରେ ସବୁ ପାର୍ଟିରୁ ବହିଷ୍କାର ହୋଇଯିବି । ଯଦି ମୋର ପୁର୍ନଜନ୍ମ ହୁଏ ତେବେ ନିଶ୍ଚୟ ଭାବେ କୃଷକ ହୋଇ ଜନ୍ମନେବି । କିନ୍ତୁ ଚାଷୀ ଭାଇଙ୍କ ସାମ୍ନାରେ ହୃଦୟର କଥା କହିପାରିବି । ଯିଏ ଏବେ ଆମକୁ ଖାଦ୍ୟ ଦେଉଛି ତାଙ୍କ କଥା ବୁଝିବାକୁ କେହି ନାହାନ୍ତି । ତେଣୁ ଆମେ କାହିଁକି ସରକାରଙ୍କ କଥା ଚିନ୍ତା କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ