Masthead

ମନି ଲଣ୍ଡ୍ରିଂ ମାମଲାରେ ଫସିଲେ ଅଭିନେତ୍ରୀ ଜ୍ୟାକଲିନ୍

ମୁମ୍ବାଇ(ବଡ଼ ଖବର ବ୍ୟୁରୋ):  ମନି ଲଣ୍ଡ୍ରିଂ ମାମଲାରେ ଫସିଲେ ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ୍ ଫର୍ଣ୍ଣାଣ୍ଡିଜ । ଟଙ୍କା ହେରଫେର ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ତାଙ୍କୁ ଭେଟିଛି । ପ୍ରାୟ ୫ ଘଣ୍ଡା ହେଲା ଇଡି ପଚରାଉଚରା କରୁଥିବାର ସୁଚନା ମିଳିଛି । ତେବେ କେବଳ ଜ୍ୟାକଲିନ ନୁହନ୍ତି ଏହା ପୂର୍ବରୁ ଇଡି ଅଭିନେତ୍ରୀ ୟାମୀ ଗୌତମଙ୍କୁ ମଧ୍ୟ ମନି ଲଣ୍ଡ୍ରିଂ କେସରେ ଜୁଲାଇ ୭ ରେ ପଚରାଉଚରା କରିଥିଲା । ସୂଚନା ଅନୁଯାଇ ଆଜି ସକାଳେ ଇଡି ମହାରାଷ୍ଟ୍ରର ୯ଟି ସ୍ଥ୍ାନରେ ଚଡାଉ କରିଥିଲା । ଏହା ବ୍ୟତୀତ ମହାରାଷ୍ଟ୍ରର ପୂର୍ବତନ ରାଷ୍ଟ୍ରପତି ଅନିଲ ଦେଶମୁଖ ମାମଲାରେ ଇଡି ରେଡ୍ କରିଥିଲା । ପୂର୍ବରୁ ଏହି ମାମଲାରେ ଇଡି ଅନେକ ଅଭିନେତାଙ୍କୁ ଓ ଅଭିନେତ୍ରୀଙ୍କୁ ପଚରାଉଚରା କରିଥିଲା । ତେବେ ମନି ଲଣ୍ଡ୍ରିଂର ଏହି ମାମଲା କାହା ସହ ଜଡିତ ରହିଛି  ସେ ନେଇ ଏଯାଏ କୌଣସି ସୂଚନା ମିଳିନାହିଁ  ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ