Masthead

ଟିଏମସିରେ ମିଶିଲେ ଅଭିନେତ୍ରୀ ନଫୀସା ଅଲୀ

(ବଡ଼ ଖବର ବ୍ୟୁରୋ) ତୃଣମୂଳ କଂଗ୍ରେସରେ ମିଶିଲେ ଅଭିନେତ୍ରୀ ନଫାସୀ ଅଲୀ । ଗୋଆରେ ଟିଏମସି ମୁଖ୍ୟ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପସ୍ଥିତିରେ ସେ ଏହି ଦଳରେ ମିଶିଛନ୍ତି । ଟିଏମସି ଏବେ ୨୦୨୨ରେ ହେବାକୁ ଥିବା ଗୋଆ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଛି ।

ସୂଚନା ଅନୁଯାୟୀ ମମତା ବାନାର୍ଜୀ ଗୁରୁବାର ସନ୍ଧ୍ୟାରେ ଗୋଆରେ ପହଞ୍ଚିଥିଲେ । ସେ ପ୍ରଥମ ଥର ପାଇଁ ଗୋଆ ଆସିଛନ୍ତି । ତେବେ ଆଜି ସନ୍ଧ୍ୟାରେ ସେ ଗୋଆରେ ବସବାସ କରୁଥିବା ବିଭିନ୍ନ ଲୋକଙ୍କୁ ଭେଟିବେ ବୋଲି ଜଣେ ବରିଷ୍ଠ ଟିଏମସି ନେତା କହିଛନ୍ତି । ଶନିବାର ସେ ଏକ ସାମ୍ବାଦିକ ସମ୍ମିଳନୀ କରିବେ । ତିନି ଦିନିଆ ଗସ୍ତରେ ଗୋଆ ଆସିଥିବା ମମତା ଦାବୋଲିମ ବିମାନବନ୍ଦରରେ ସନ୍ଧ୍ୟାରେ ପହଞ୍ଚିଥିଲେ । ସେଠାରେ ତାଙ୍କୁ ତୃଣମେଳ ସାଂସଦ ଡେରେକ ଓବ୍ରାଇନ ଓ ସ୍ଥାନୀୟ ନେତା ମାନେ ସ୍ୱାଗତ କରିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଘଡ଼ଘଡ଼ି ସହ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ 🔴 ରାୟଗଡ଼ାରେ ମାନବିକତାର ହତ୍ୟା: ଗୁଗୁଲ୍ ମ୍ୟାପ୍‌ ଚକ୍କରରେ ଆସି ପିଲାଚୋର ସନ୍ଦେହରେ ଯୁବକ-ଯୁବତୀଙ୍କୁ ଗଣ ନିର୍ଯାତନା, ୧୬ ଗିରଫ 🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା 🔴 ସିଏମଓରୁ ସିଏସଓ ଘାଣ୍ଟୁଛି ଏସଆଇଟି…ଆଗକୁ ନବୀନ ନିବାସ ପାଳି 🔴 ଆଦିବାସୀଙ୍କ ପରମ୍ପରା ଓ ସଂସ୍କୃତିକୁ ଜାଣିବା ପାଇଁ ପାହାଡପୁରକୁ ପ୍ରଧାନମନ୍ତ୍ରୀଙ୍କୁ ନେଇଥିଲି 🔴 ପାହାଡ଼ପୁର ହେବ ‘ସୂର୍ଯ୍ୟଗ୍ରାମ’: ପ୍ରଧାନମନ୍ତ୍ରୀ 🔴 ଅଯୋଧ୍ୟା ରାମ ମନ୍ଦିର ଦାନ ବାକ୍ସ ଦାନ ଅର୍ଥ ହେରଫେର ମାମଲା 🔴 ରାଉରକେଲାରେ ଡବଲ୍‌ ଏନ୍‌କାଉଣ୍ଟର 🔴 ଘଡ଼ଘଡ଼ି ସହ ହାଲୁକାରୁ  ମଧ୍ୟମ ଧରଣର ବର୍ଷା ସମ୍ଭାବନା 🔴 ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ 🔴 ରାୟଗଡ଼ାରେ ମାନବିକତାର ହତ୍ୟା: ଗୁଗୁଲ୍ ମ୍ୟାପ୍‌ ଚକ୍କରରେ ଆସି ପିଲାଚୋର ସନ୍ଦେହରେ ଯୁବକ-ଯୁବତୀଙ୍କୁ ଗଣ ନିର୍ଯାତନା, ୧୬ ଗିରଫ 🔴 ସେହେଜାଦାରୁ ଜନନାୟକ 🔴 ବଢିଲା ଯୁକ୍ତ ୩ ଆସନ ସଂଖ୍ୟା