Masthead

ଡାକ୍ତରଖାନାରେ ଭର୍ତ୍ତୀ ହେଲେ ଅଦା ଶର୍ମା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଲିଉଡ ଅଭିନେତ୍ରୀ ଅଦା ଶର୍ମା ନିଜ ସୁନ୍ଦରତା ଏବଂ ଦମଦାର ଆକ୍ଟିଙ୍ଗ ପାଇଁ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି । ଫିଲ୍ମ ‘ଦ କେରଲା ଷ୍ଟୋରି’କୁ ନେଇ ସେ ଖୁବ ଚର୍ଚ୍ଚାକୁ ଆସିଥିଲେ । ଅଭିନେତ୍ରୀ ଅଦା ସୋସିଆାଲ ମିଡିଆରେ ଅଧିକାଂଶ ସମୟ ଆକ୍ଟିଭ ରୁହନ୍ତି ଏବଂ ନିଜ ଫ୍ୟାନ୍ସଙ୍କ ସହ ସର୍ବଦା କନେକ୍ଟ ରୁହନ୍ତି ।

ରିପୋର୍ଟ ଅନୁଯାୟୀ ଅଦାଙ୍କୁ ଡାକ୍ତରଖାନାରେ ଭର୍ତ୍ତୀ କରାଯାଇଛି । କୁହାଯାଉଛି ଯେ ହଠାତ ଅଦାଙ୍କ ଦେହ ଖରାପ ହେବାରୁ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା । ଏହା ପୁର୍ବରୁ ମଙ୍ଗଳବାର ଦିନ ଅଭିନେତା ରାକେଶ ବାପଟଙ୍କ ଅସୁସ୍ଥାର ଖବର ସାମ୍ନାକୁ ଆସିଥିଲା । ସେ ମଧ୍ୟ ବର୍ତ୍ତମାନ ଡାକ୍ତରଖାନାରେ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା