Masthead

ଆଦାନୀ ଗ୍ରୁପ ଠକେଇ ମାମଲା, ଏସବିଆଇ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ):  ଆଦାନୀ ଗ୍ରୁପ ଠକେଇ ମାମଲା । ରାଜରାସ୍ତାରେ କଂଗ୍ରେସ ବିକ୍ଷୋଭ ପ୍ରଦର୍ଶନ । ଆଦାନୀ ଗ୍ରୁପର ସେୟାର ପ୍ରତିଦିନ ହ୍ରାସ ପାଉଥିବା ହିଣ୍ଡେନ୍‌ବର୍ଗ ରିପୋର୍ଟ ପ୍ରକାଶ ପାଇବା ପରେ ଆଦାନି ଗ୍ରୁପ୍‌ର ବିଭିନ୍ନ ସଂସ୍ଥାର ନିବେଶକମାନେ ପ୍ରାୟ ୧୦ ଲକ୍ଷ କୋଟି ଟଙ୍କା ହରାଇଲେଣି । ଆଦାନି କଂପାନିର ସେୟାରରେ ୫୮ ପ୍ରତିଶତ ହ୍ରାସ ଘଟିଥିବା ନେଇ କଂଗ୍ରେସ କେନ୍ଦ୍ର ସରକାରକୁ ଘେରିଛି ।

ଯାହାକୁ ନେଇ କେନ୍ଦ୍ର ସରକାର ନିରବ ରହୁଥିବା କଂଗ୍ରେସ କହିଛି । ଏଲଆଇସି ର ୧୯କୋଟି ଜମାକାରୀ, ଓ ଏସବିଆଇ ର ୪୫କୋଟି ଜମାକାରୀଂକ ଅର୍ଥ ସୁରକ୍ଷା ଦାବିରେ କଂଗ୍ରେସ ଆଜି ଦେଶବ୍ୟାପୀ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ଜଗତସିଂହପୁର ଜିଲ୍ଲା କଂଗ୍ରେସ ସଭାପତି ନଟବର ବାରିକଙ୍କ ନେତୃତ୍ୱରେ ଏସବିଆଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା