Masthead

ଏଲଆଇସି ସହିଛି ୫୦ହଜାର କୋଟିର କ୍ଷତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ହିଣ୍ଡେନବର୍ଗ ରିପୋର୍ଟ ପରେ କ୍ଷତି ଉପରେ କ୍ଷତି ସହୁଛି ଆଦାନୀ ଗ୍ରୁପ । ମାସକରେ ୧୨ ଲକ୍ଷ କୋଟିର କ୍ଷତି ସହିଲାଣି ଆଦାନୀର ୧୦ କମ୍ପାନୀ । ଆଦାନୀଗ୍ରୁପର ସେୟାର ମୂଲ୍ୟ ହ୍ରାସ ପାଉଥିବା ବେଳେ ୫୦ ଦିନ ମଧ୍ୟରେ ଏଲଆଇସି ୫୦ହଜାର କୋଟିରୁ ଅଧିକ ଟଙ୍କାର କ୍ଷତି ସହିଛି । ଗୌତମ ଆଦାନୀଙ୍କ କମ୍ପାନିରେ ଏଲଆଇସି ସର୍ବାଧିକ ବିନିଯୋଗ କରିଥିଲା ।

୨୦୨୨ ଡିସେମ୍ବର ୩୧ ସୁଦ୍ଧା ଏଲଆଇସି ଆଦାନୀ ଗ୍ରୁପରେ ୮୨,୯୭୦ କୋଟି ଟଙ୍କା ନିବେଶ କରିଥିଲା । ୫୦ ଦିନ ପରେ ଅର୍ଥାତ ୨୦୨୩ ଫେବୃଆରୀ ୨୩ ସୁଦ୍ଧା ମୂଳ ନିବେଶର କ୍ଷତିଘଟି ଏହା ୩୩,୨୪୨ କୋଟି ଟଙ୍କାରେ ପହଞ୍ଚିଛି । ଏହି ହିସାବ ଦେଖିଲେ ଏଲଆଇସିକୁ ଗତ ୫୦ ଦିନ ମଧ୍ୟରେ ୪୯,୭୨୮ କୋଟି ଟଙ୍କା କ୍ଷତି ସହିବାକୁ ପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ